Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପୁଣି ଏହାର ଅର୍ଥ ହେବ ଯେ, ମୃତ୍ୟୁଭୋଗ କରିଥିବା ଖ୍ରୀଷ୍ଟବିଶ୍ୱାସୀମାନେ ମଧ୍ୟ ବିନଷ୍ଟ ହୋଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ପୁଣି ଖ୍ରୀଷ୍ଟଙ୍କଠାରେ ଥାଉ ଯେଉଁମାନେ ମରିଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇ ଯାଇ ଅଛନ୍ତି।

Gade chapit la Kopi




୧ କରିନ୍ଥୀୟ 15:18
6 Referans Kwoze  

ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;


ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।


Swiv nou:

Piblisite


Piblisite