Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ।

Gade chapit la Kopi

ଓଡିଆ ବାଇବେଲ

22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଆଦମଙ୍କ ସହିତ ସମ୍ପର୍କ ଥିବାରୁ ପ୍ରତ୍ୟେକ ମନୁଷ୍ୟ ମୃତ୍ୟୁଭୋଗ କଲା ପରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ପ୍ରତ୍ୟେକେ ପୁନର୍ଜୀବନ ଲାଭ କରିବେ।

Gade chapit la Kopi

ପବିତ୍ର ବାଇବଲ

22 ଆଦମ ଯୋଗୁଁ ସମସ୍ତ ଲୋକ ମୃତ୍ୟୁ ଭୋଗ କରନ୍ତି, ସେହିଭଳି ଖ୍ରୀଷ୍ଟଙ୍କ ଯୋଗୁଁ ସମସ୍ତ ଲୋକଙ୍କୁ ପୁନର୍ଜୀବିତ ହେବେ।

Gade chapit la Kopi




୧ କରିନ୍ଥୀୟ 15:22
6 Referans Kwoze  

ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


Swiv nou:

Piblisite


Piblisite