Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ପ୍ରତ୍ୟେକେ ନିରୂପିତ ସମୟରେ ପୁନରୁତ୍ôଥତ ହେବେ। ସର୍ବପ୍ରଥମେ ଖ୍ରୀଷ୍ଟ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି। ତେଣୁ ତାଙ୍କର ଆଗମନ ସମୟରେ ତାଙ୍କ ଆଶ୍ରିତ ଲୋକମାନେ ପ୍ରଥମେ କାହିଁକି ଜୀବିତ ହେବେ।

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁ‌ତ୍‌‌ଥିତ ହେବେ।

Gade chapit la Kopi




୧ କରିନ୍ଥୀୟ 15:23
15 Referans Kwoze  

ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।


କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


ଏବଂ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ବରଙ୍କର।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”


ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।


ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।


ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


Swiv nou:

Piblisite


Piblisite