Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ଵ କରିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଈଶ୍ୱର ସମସ୍ତ ଶତ୍ରୁଙ୍କୁ ପରାସ୍ତ କରି ଖ୍ରୀଷ୍ଟଙ୍କ ପଦଦଳିତ କରିବା ପର୍ଯ୍ୟନ୍ତ, ଖ୍ରୀଷ୍ଟ ରାଜତ୍ୱ କରିବେ।

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ।

Gade chapit la Kopi




୧ କରିନ୍ଥୀୟ 15:25
12 Referans Kwoze  

ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’


ଆଉ “ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ, ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,” ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି?


ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;


କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,


ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,


Swiv nou:

Piblisite


Piblisite