Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀର ସୁଦ୍ଧା ଅଛି।

Gade chapit la Kopi

ଓଡିଆ ବାଇବେଲ

44 ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ସମାଧି ପାଉଥିବା ଶରୀର ଅସୁନ୍ଦର ଓ ଦୁର୍ବଳ। କିନ୍ତୁ ପୁନରୁତ୍ôଥତ ଶରୀର ସୁନ୍ଦର ଓ ଶକ୍ତିମାନ। ସମାଧି ଦିଆଯିବାବେଳେ ଶରୀର ପ୍ରାକୃତିକ ଥାଏ; କିନ୍ତୁ ପୁନରୁଜ୍ଜୀବିତ ହେବାବେଳେ, ତାହା ହେବ ଆତ୍ମିକ। ପ୍ରାକୃତିକ ଶରୀରର ଅସ୍ତିତ୍ୱ ଥିବାରୁ, ଆତ୍ମିକ ଶରୀର ସମ୍ଭବ ହେଉଛି।

Gade chapit la Kopi

ପବିତ୍ର ବାଇବଲ

44 ପ୍ରାକୃତିକ ଶରୀରଟି “ବୁଣାଯାଏ”, ଆତ୍ମିକ ଶରୀର ଉ‌ତ୍‌‌ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତା'ହେଲେ ଆଧ୍ୟାତ୍ମିକ ଶରୀର ମଧ୍ୟ ଅଛି।

Gade chapit la Kopi




୧ କରିନ୍ଥୀୟ 15:44
5 Referans Kwoze  

ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।


ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ।


ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


ସେହି ଦିନ, ଅର୍ଥାତ୍‍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।”


କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।


Swiv nou:

Piblisite


Piblisite