Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ କେଫାଙ୍କୁ, ଆଉ, ତାହାପରେ ଦ୍ଵାଦଶଙ୍କୁ ଦର୍ଶନ ଦେଲେ;

Gade chapit la Kopi

ଓଡିଆ ବାଇବେଲ

5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେ ପିତର ଏବଂ ପରେ ତାଙ୍କର ଦ୍ୱାଦଶ ଶିଷ୍ୟଙ୍କୁ ଦର୍ଶନ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ସେ କେଫାଙ୍କୁ ଓ ତା'ପରେ ବାରଜଣ ପ୍ରେରିତଙ୍କୁ ଦେଖା ଦେଲେ।

Gade chapit la Kopi




୧ କରିନ୍ଥୀୟ 15:5
9 Referans Kwoze  

ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।


ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”


ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,


ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,


Swiv nou:

Piblisite


Piblisite