Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 କାରଣ ଯାହା ନଶ୍ୱର, ତାହାକୁ ଅବିନଶ୍ୱର ରୂପେ ପରିବର୍ତ୍ତିତ ହେବାକୁ ପଡ଼ିବ; ଯେଉଁ ପାର୍ଥିବ ଶରୀର ମରଣଶୀଳ, ତାହାକୁ ଅମରରୂପ ବସ୍ତ୍ର ପରିଧାନ କରବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

53 ଏହି ବିନାଶ ଦେହ ଅନନ୍ତ ରୂପ ବସ୍ତ୍ର ଧାରଣ କରିବାକୁ ହେବ ଓ ଏହି ମର୍ତ୍ତ୍ୟ ଦେହ ଅମରରୂପ ବସ୍ତ୍ର ଧାରଣ କରିବାକୁ ହେବ।

Gade chapit la Kopi




୧ କରିନ୍ଥୀୟ 15:53
7 Referans Kwoze  

ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।


ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


Swiv nou:

Piblisite


Piblisite