Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,

Gade chapit la Kopi

ଓଡିଆ ବାଇବେଲ

54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ତାହାହେଲେ ଏବଂ ଏହି ମର ଶରୀର ଅମରତ୍ୱ ଲାଭ କଲେ, ଧର୍ମଶାସ୍ତ୍ରର ଏହି ବାଣୀ ସଫଳ ହେବ:

Gade chapit la Kopi

ପବିତ୍ର ବାଇବଲ

54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଏହି ମର୍ତ୍ତ୍ୟ ଦେହ ଅମରତ୍ୱ ରୂପ ବସ୍ତ୍ର ଧାରଣ କଲାପରେ ଶାସ୍ତ୍ରର ଏହି କଥା ସଫଳ ହେବ। “ଜୟ ମୃତ୍ୟୁକୁ ଗ୍ରାସ କରି ଦେଲା”

Gade chapit la Kopi




୧ କରିନ୍ଥୀୟ 15:54
12 Referans Kwoze  

ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।


ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।


କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;


ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।


Swiv nou:

Piblisite


Piblisite