Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତଣଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରା-ପ୍ରାପ୍ତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତା’ପରେ ସେ ଏକ ସଙ୍ଗେ ତାଙ୍କର ପାଞ୍ଚ ଶହରୁ ଅଧିକ ଅନୁଗାମୀଙ୍କୁ ଦର୍ଶନ ଦେଇଥିଲେ। ସେମାନଙ୍କ ମଧ୍ୟରୁ କେତେକ ଏବେ ଜଗତରେ ନାହାନ୍ତି, କିନ୍ତୁ ଅଧିକାଂଶ ଜୀବିତ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ସେ ଏକା ଥରକେ 500ରୁ ଅଧିକ ଭାଇମାନଙ୍କୁ ଦେଖାଦେଇଥିଲେ। ତାହାଙ୍କ ମଧ୍ୟରୁ ଅଧିକାଂଶ ଲୋକ ଆଜି ମଧ୍ୟ ଜୀବିତ। କିନ୍ତୁ କେତେକ ମରି ଯାଇଛନ୍ତି।

Gade chapit la Kopi




୧ କରିନ୍ଥୀୟ 15:6
10 Referans Kwoze  

ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”


କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।


ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;


ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି।


ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।


ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।


Swiv nou:

Piblisite


Piblisite