Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତତ୍ପରେ ଯେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;

Gade chapit la Kopi

ଓଡିଆ ବାଇବେଲ

7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଏହା ପରେ ସେ ଯାକୁବ ଓ ସମସ୍ତ ପ୍ରେରିତ ଶିଷ୍ୟଙ୍କୁ ଦର୍ଶନ ଦେଲେ।

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ।

Gade chapit la Kopi




୧ କରିନ୍ଥୀୟ 15:7
5 Referans Kwoze  

ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ।


କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।”


ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।


Swiv nou:

Piblisite


Piblisite