୧ କରିନ୍ଥୀୟ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର। Gade chapit laଓଡିଆ ବାଇବେଲ1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ଡଳୀସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର । Gade chapit laପବିତ୍ର ବାଇବଲ (CL) NT (BSI)1 ଯିହୁଦାରେ ଥିବା ମଣ୍ଡଳୀସ୍ଥ ବିଶ୍ୱାସୀମାନଙ୍କ ପାଇଁ ଅର୍ଥ ସାହାଯ୍ୟ ଦେବା ବିଷୟରେ ମୋର ମତାମତ:- ମୁଁ ଗାଲାତୀୟ ମଣ୍ଡଳୀକୁ ଯାହା କରିବାକୁ ନିର୍ଦ୍ଦେଶ ଦେଇଛି, ତାହା ଦୃଢ଼ ଭାବରେ ପାଳନ କର। Gade chapit laପବିତ୍ର ବାଇବଲ1 ବର୍ତ୍ତମାନ ପରମେଶ୍ୱରଙ୍କ ଲୋକମାନଙ୍କର ସାହାଯ୍ୟ ପାଇଁ ଅର୍ଥ ସଂଗ୍ରହ ବିଷୟରେ ମୁଁ ଗାଲାତୀୟ ମଣ୍ଡଳୀକୁ ଏ ସମ୍ପର୍କ ଦେଇ ଥିବା ନିର୍ଦ୍ଦେଶମାନ ତୁମ୍ଭେମାନେ ଅବଶ୍ୟ ପାଳନ କରିବା ଉଚିତ୍। Gade chapit la |