୧ କରିନ୍ଥୀୟ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି। Gade chapit laଓଡିଆ ବାଇବେଲ16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)16 ତୁମ୍ଭେମାନେ ଏମାନଙ୍କର ଏବଂ ଏମାନଙ୍କ ସହିତ କାର୍ଯ୍ୟ ଓ ସେବା କରୁଥିବା ଲୋକମାନଙ୍କର ଅନୁଗତ ହୁଅ। Gade chapit laପବିତ୍ର ବାଇବଲ16 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି ଯେ ତୁମ୍ଭେମାନେ, ଏହି ପ୍ରକାର ଲୋକ ଓ ସେମାନଙ୍କ ସହିତ ପରମେଶ୍ୱରଙ୍କ ପାଇଁ ପରିଶ୍ରମ କରି ସେବା କରୁଥିବା ଲୋକମାନଙ୍କର ବଶୀଭୂତ ହୁଅ। Gade chapit la |
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।