୧ କରିନ୍ଥୀୟ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି। Gade chapit laଓଡିଆ ବାଇବେଲ19 ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)19 ଆସିଆ ଦେଶର ମଣ୍ଡଳୀଗୁଡ଼ିକ ତୁମ୍ଭମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଆକ୍ୱିଲା, ପ୍ରିସ୍କିଲା ଓ ସେମାନଙ୍କ ଘରେ ଉପାସନା କରୁଥିବା ମଣ୍ଡଳୀ, ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛନ୍ତି। Gade chapit laପବିତ୍ର ବାଇବଲ19 ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ। Gade chapit la |