Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।

Gade chapit la Kopi

ଓଡିଆ ବାଇବେଲ

21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୁଁ ପାଉଲ ନିଜ ହାତରେ ଏସବୁ ଲେଖୁଛି। ତୁମ୍ଭେମାନେ ମୋର ଶୁଭେଚ୍ଛା ଗ୍ରହଣ କର।

Gade chapit la Kopi

ପବିତ୍ର ବାଇବଲ

21 ମୁଁ ପାଉଲ, ନିଜ ହାତରେ ତୁମ୍ଭମାନଙ୍କୁ ନମସ୍କାର ଲେଖି ଜଣାଉଛି।

Gade chapit la Kopi




୧ କରିନ୍ଥୀୟ 16:21
5 Referans Kwoze  

ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।


ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।


ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।


ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।


Swiv nou:

Piblisite


Piblisite