Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ମୁଁ ମାସିଦୋନିଆ ପରିଭ୍ରମଣରେ ଯାଉଛି। ଭ୍ରମଣ ଶେଷ କରି ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।

Gade chapit la Kopi

ପବିତ୍ର ବାଇବଲ

5 ମୋର ମାକିଦନିଆ ବାଟ ଦେଇ ଯିବା କାର୍ଯ୍ୟକ୍ରମ ଅଛି। ମାକିଦନିଆ ବାଟ ଦେଇ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।

Gade chapit la Kopi




୧ କରିନ୍ଥୀୟ 16:5
6 Referans Kwoze  

ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।


ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।


Swiv nou:

Piblisite


Piblisite