Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କାରଣ ଯିବା ବାଟରେ ତୁମ୍ଭମାନଙ୍କ ସହିତ କେବଳ ଅଳ୍ପ ସମୟ ସାକ୍ଷାତ କରିବା ମୋର ଇଚ୍ଛା ନୁହେଁ। ମୁଁ ଆଶା କରୁଛି, ପ୍ରଭୁଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ସହିତ ଏଥର ଅନେକ ସମୟ ରହିବି।

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଏବେ ତୁମ୍ଭମାନଙ୍କ ସହିତ ଦେଖା କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।

Gade chapit la Kopi




୧ କରିନ୍ଥୀୟ 16:7
8 Referans Kwoze  

ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।


କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!


ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,


ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି।


ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


Swiv nou:

Piblisite


Piblisite