Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ଵରଙ୍କ ବିଷୟସବୁ ଈଶ୍ଵରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମନୁଷ୍ୟର ସବୁ କିଛି କେବଳ ତା’ର ଅନ୍ତରାତ୍ମା ଜାଣେ। ସେହିପରି କେବଳ ଈଶ୍ୱରଙ୍କ ଆତ୍ମା ଈଶ୍ୱରଙ୍କ ବିଷୟରେ ସବୁ କିଛି ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

11 କୌଣସି ମନୁଷ୍ୟ ଏକ ମନୁଷ୍ୟର ମନକଥା ଜାଣିପାରେ ନାହିଁ। କେବଳ ମଣିଷ ଭିତରେ ଥିବା ଆତ୍ମା ତା'ର ମନକଥା ଜାଣି ପାରନ୍ତି। ସେହିଭଳି ପରମେଶ୍ୱରଙ୍କ ମନକଥା ତାଙ୍କରି ଆତ୍ମା ବ୍ୟତୀତ କିଏ ଜାଣି ପାରିବ?

Gade chapit la Kopi




୧ କରିନ୍ଥୀୟ 2:11
8 Referans Kwoze  

ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।


କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।


ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।


ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?


କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,


Swiv nou:

Piblisite


Piblisite