Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେହିସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନ ଦ୍ଵାରା ଶିକ୍ଷିତ ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ଵାରା ବୁଝାଇ ଆତ୍ମାଙ୍କ ଦ୍ଵାରା ଶିକ୍ଷିତ ବାକ୍ୟରେ କହିଥାଉ।

Gade chapit la Kopi

ଓଡିଆ ବାଇବେଲ

13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତେଣୁ ଆଧ୍ୟାତ୍ମିକମନା ଲୋକମାନଙ୍କ ନିକଟରେ ଆଧ୍ୟାତ୍ମିକ ସତ୍ୟ ପ୍ରକାଶ କଲାବେଳେ ଆମେ ଜାଗତିକ ଜ୍ଞାନରେ କଥା କହି ନ ଥାଉ; ପବିତ୍ରଆତ୍ମାଙ୍କ ଶିକ୍ଷାନୁଯାୟୀ ସେହି ସତ୍ୟସବୁ ବ୍ୟାଖ୍ୟା କରିଥାଉ।

Gade chapit la Kopi

ପବିତ୍ର ବାଇବଲ

13 ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ୟର କଳ୍ପିତ ଜ୍ଞାନର ବାକ୍ୟ କହୁ ନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ୱାରା ଶିଖିଥିବା ବାକ୍ୟ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ରଆତ୍ମାଙ୍କ ବାକ୍ୟ ବ୍ୟବହାର କରୁ।

Gade chapit la Kopi




୧ କରିନ୍ଥୀୟ 2:13
14 Referans Kwoze  

ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।


କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।


ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ବରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ପବିତ୍ର ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।


ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?


କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


Swiv nou:

Piblisite


Piblisite