୧ କରିନ୍ଥୀୟ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି। Gade chapit laଓଡିଆ ବାଇବେଲ2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି । Gade chapit laପବିତ୍ର ବାଇବଲ (CL) NT (BSI)2 ତୁମ ସହିତ ଥିବା ସମୟରେ କେବଳ ଯୀଶୁ ଖ୍ରୀଷ୍ଟ, ବିଶେଷତଃ ତାଙ୍କ କ୍ରୁଶୀୟ ମୃତ୍ୟୁ ବ୍ୟତୀତ ଅନ୍ୟ କୌଣସି ବିଷୟ ଜାଣିବା ପାଇଁ ଇଚ୍ଛା କରି ନ ଥିଲି। Gade chapit laପବିତ୍ର ବାଇବଲ2 କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି। Gade chapit la |