୧ କରିନ୍ଥୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣଯୁକ୍ତ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ଆତ୍ମା ଓ ଶକ୍ତିର ପ୍ରମାଣ-ଯୁକ୍ତ ହୋଇଥିଲା। Gade chapit laଓଡିଆ ବାଇବେଲ5 ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)5 ତେଣୁ ତୁମ୍ଭମାନଙ୍କର ବିଶ୍ୱାସ ମନୁଷ୍ୟର ଜ୍ଞାନ ଉପରେ ଆଧାରିତ ନୁହେଁ, ତାହା ଈଶ୍ୱରଙ୍କ ଶକ୍ତିରେ ପ୍ରତିଷ୍ଠିତ। Gade chapit laପବିତ୍ର ବାଇବଲ5 ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି। Gade chapit la |