Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କାରଣ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କୁ ଏକମାତ୍ର ଭିତ୍ତିମୂଳ କରି ସ୍ଥାପନ କରିଛନ୍ତି; ତାଙ୍କ ବ୍ୟତୀତ ଅନ୍ୟ କୌଣସି ଭିତ୍ତିମୂଳ ସ୍ଥାପିତ ହୋଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତିଆରି ହୋଇଥିବା ମୂଳଦୁଆ ବ୍ୟତୀତ ଅନ୍ୟ ମୂଳଦୁଆ କେହି ପକାଇ ପାରିବ ନାହିଁ।

Gade chapit la Kopi




୧ କରିନ୍ଥୀୟ 3:11
11 Referans Kwoze  

ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।


ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।


କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,


ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


Swiv nou:

Piblisite


Piblisite