Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”

Gade chapit la Kopi

ଓଡିଆ ବାଇବେଲ

20 ପୁନଶ୍ଚ, "ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି" ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପୁନଶ୍ଚ “ପ୍ରଭୁ ଜାଣନ୍ତି ଯେ, ଜ୍ଞାନୀମାନଙ୍କର ଚିନ୍ତା ଭାବନା ଅସାର।”

Gade chapit la Kopi

ପବିତ୍ର ବାଇବଲ

20 ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି: “ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସେମାନଙ୍କ ସମସ୍ତ ଚିନ୍ତାଧାରା ଯେ ମୂଲ୍ୟହୀନ ଏହା ମଧ୍ୟ ସେ ଜାଣନ୍ତି।”

Gade chapit la Kopi




୧ କରିନ୍ଥୀୟ 3:20
6 Referans Kwoze  

ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


Swiv nou:

Piblisite


Piblisite