Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;

Gade chapit la Kopi

ଓଡିଆ ବାଇବେଲ

21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସୁତରାଂ ମନୁଷ୍ୟର କ୍ୱଚିତ୍ ବିଷୟରେ କେହି ଦର୍ପ ନ କରୁ। ବାସ୍ତବିକ ତୁମ୍ଭେମାନେ ସବୁ ବିଷୟର ଅଧିକାରୀ।

Gade chapit la Kopi

ପବିତ୍ର ବାଇବଲ

21 ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।

Gade chapit la Kopi




୧ କରିନ୍ଥୀୟ 3:21
12 Referans Kwoze  

ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


Swiv nou:

Piblisite


Piblisite