Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,

Gade chapit la Kopi

ଓଡିଆ ବାଇବେଲ

22 କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ପାଉଲ, ଆପୋଲୋ, ପିତର, ଏହି ଜଗତ, ଜୀବନ ଓ ମୃତ୍ୟୁ, ବର୍ତ୍ତମାନ ଓ ଭବିଷ୍ୟତ୍ ସବୁ ତୁମ୍ଭମାନଙ୍କର।

Gade chapit la Kopi

ପବିତ୍ର ବାଇବଲ

22 ପାଉଲ, କେଫା ବା ପିତର; ଜଗତ ଜୀବନ ବା ମୃତ୍ୟୁ; ବର୍ତ୍ତମାନ ବା ଭବିଷ୍ୟତ ସମସ୍ତ ହିଁ ତୁମ୍ଭମାନଙ୍କର।

Gade chapit la Kopi




୧ କରିନ୍ଥୀୟ 3:22
8 Referans Kwoze  

କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।


ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”


Swiv nou:

Piblisite


Piblisite