୧ କରିନ୍ଥୀୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ? Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ଵଭାବ ଅନୁସାରେ କି ଆଚରଣ କରୁନାହଁ? Gade chapit laଓଡିଆ ବାଇବେଲ3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)3 ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ? Gade chapit laପବିତ୍ର ବାଇବଲ3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ। Gade chapit la |