Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ ଈଶ୍ଵରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।

Gade chapit la Kopi

ଓଡିଆ ବାଇବେଲ

20 କାରଣ ଈଶ୍ୱରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଈଶ୍ୱରଙ୍କ ରାଜ୍ୟ କେବଳ କଥାର ବିଷୟ ନୁହେଁ, ତାହାର ପରିପ୍ରକାଶ ପରାକ୍ରମରେ।

Gade chapit la Kopi

ପବିତ୍ର ବାଇବଲ

20 ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ୱରଙ୍କ ରାଜ୍ୟ କେବଳ କଥାରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ।

Gade chapit la Kopi




୧ କରିନ୍ଥୀୟ 4:20
8 Referans Kwoze  

ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


Swiv nou:

Piblisite


Piblisite