୧ କରିନ୍ଥୀୟ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି? Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନି ଯିବି? Gade chapit laଓଡିଆ ବାଇବେଲ21 ତୁମ୍ଭମାନଙ୍କର ଇଚ୍ଛା କ'ଣ ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି ? Gade chapit laପବିତ୍ର ବାଇବଲ (CL) NT (BSI)21 ତୁମେ କଅଣ ଚାହଁ? ମୁଁ କ’ଣ ତୁମ୍ଭମାନଙ୍କୁ ଶାସନ କରିବା ପାଇଁ ଚାବୁକ ନେଇ ଯିବି? - ନା, ପ୍ରେମ ଓ ମୃଦୁ ମନୋଭାବ ନେଇ ଯିବି? Gade chapit laପବିତ୍ର ବାଇବଲ21 ତୁମ୍ଭେମାନେ କ’ଣ ଗ୍ଭହଁ: ମୁଁ ତୁମ୍ଭମାନଙ୍କ ପାଖକୁ ଦଣ୍ଡ ନେଇ ଆସିବି, ନା ପ୍ରେମ ଓ କୋମଳତା ସହ ଆସିବି? Gade chapit la |