Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?

Gade chapit la Kopi

ଓଡିଆ ବାଇବେଲ

12 କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି ? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତାହାର ଲୋକମାନଙ୍କ ବିଚାର କରିବାକୁ ମୁଁ କିଏ? ଈଶ୍ୱର ସେମାନଙ୍କର ବିଚାର କରିବେ।

Gade chapit la Kopi

ପବିତ୍ର ବାଇବଲ

12-13 ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।”

Gade chapit la Kopi




୧ କରିନ୍ଥୀୟ 5:12
8 Referans Kwoze  

ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।


କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”


ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”


Swiv nou:

Piblisite


Piblisite