୧ କରିନ୍ଥୀୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ଵର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ। Gade chapit laଓଡିଆ ବାଇବେଲ13 କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ । Gade chapit laପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଆମ ମଣ୍ଡଳୀ ଅନ୍ତର୍ଭୁକ୍ତ ଲୋକମାନଙ୍କର ବିଚାର କରିବାର ଦାୟିତ୍ୱ କ’ଣ ଆମର ନାହିଁ? ଧର୍ମଶାସ୍ତ୍ରରେ ଲେଖାଅଛି, “ତୁମ୍ଭମାନଙ୍କ ମଧ୍ୟରୁ ଦୁର୍ଜନକୁ ବିତାଡ଼ିତ କର।” Gade chapit la |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।