Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଟିକିଏ ବୋଲି ଖମୀର ସମସ୍ତ ମଇଦା ପିଣ୍ତୁଳାକୁ ଖମୀରମୟ କରିଦିଏ?

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ । ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମ୍ଭେମାନେ ଆସ୍ପର୍ଦ୍ଧା କରିବା ଅନୁଚିତ। ତୁମେ କ’ଣ ଜାଣ ନାହଁ, ‘ଟିକିଏ ଖମୀର ସମୁଦାୟ ମଇଦାକୁ ଖମୀରମୟ କରିଦିଏ’?

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।”

Gade chapit la Kopi




୧ କରିନ୍ଥୀୟ 5:6
12 Referans Kwoze  

କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।


ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;


ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;


ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”


ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


Swiv nou:

Piblisite


Piblisite