୧ କରିନ୍ଥୀୟ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ। Gade chapit laଓଡିଆ ବାଇବେଲ11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ । Gade chapit laପବିତ୍ର ବାଇବଲ (CL) NT (BSI)11 ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ସେ ପ୍ରକାର ଥିଲ। କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ପରିଷ୍କୃତ ହୋଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ। ପୁଣି ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧାର୍ମିକରୂପେ ପରିଗଣିତ ହୋଇଅଛ। Gade chapit laପବିତ୍ର ବାଇବଲ11 ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।