Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ”।

Gade chapit la Kopi

ଓଡିଆ ବାଇବେଲ

16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? କାରଣ ଉକ୍ତ ଅଛି, "ସେ ଦୁହେଁ ଏକାଙ୍ଗ ହେବେ"।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ବୋଧହୁଏ ଜାଣ ନାହିଁ, ଯିଏ ଗଣିକା ସହିତ ମିଳିତ ହୁଏ, ସେ ତା’ ସହିତ ଶାରୀରିକଭାବେ ଏକାଙ୍ଗ ହୋଇଯାଏ? ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”

Gade chapit la Kopi

ପବିତ୍ର ବାଇବଲ

16 ଶାସ୍ତ୍ରରେ ଲେଖାଅଛି “ଉଭୟ ଏକ ହେବେ।” ଅତଏବ ତୁମ୍ଭେମାନେ ଜାଣିବା ଉଚିତ୍ ଯେ ବେଶ୍ୟାଗମନ କରୁଥିବା ଜଣେ ଲୋକ ଶାରୀରିକ ଭାବରେ ତା’ ସହିତ ଏକ ହୁଏ।

Gade chapit la Kopi




୧ କରିନ୍ଥୀୟ 6:16
11 Referans Kwoze  

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।


ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।


ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି।


ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।


ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।


ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”


ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”


ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।


ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?


Swiv nou:

Piblisite


Piblisite