Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।

Gade chapit la Kopi

ଓଡିଆ ବାଇବେଲ

18 ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ।

Gade chapit la Kopi

ପବିତ୍ର ବାଇବଲ

18 ଅତଏବ ଯୌନଗତ ପାପଠାରୁ ଦୂରରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହାରେ କରେ। କିନ୍ତୁ ଯୌନଗତ ପାପ ଦ୍ୱାରା ସେ ନିଜ ଶରୀର ବିରୁଦ୍ଧରେ ପାପ କରେ।

Gade chapit la Kopi




୧ କରିନ୍ଥୀୟ 6:18
19 Referans Kwoze  

ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାନ୍ତି, ଏପରି ଅନେକ ଲୋକଙ୍କ ନିମନ୍ତେ ମୁଁ ଶୋକ କରେ।


ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,


ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।


ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


Swiv nou:

Piblisite


Piblisite