୧ କରିନ୍ଥୀୟ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ! Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ଭାଇ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି ଅବିଶ୍ଵାସୀମାନଙ୍କ ନିକଟରେଣ! Gade chapit laଓଡିଆ ବାଇବେଲ6 ମାତ୍ର ଜଣେ ବିଶ୍ବାସୀ ଅନ୍ୟ ବିଶ୍ବାସୀ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ ! Gade chapit laପବିତ୍ର ବାଇବଲ (CL) NT (BSI)6 ତାଙ୍କ ନିକଟକୁ ନ ଯାଇ ଜଣେ ଭାଇ ଅନ୍ୟ ଭାଇ ବିରୁଦ୍ଧରେ ଅଦାଲତରେ ନାଲିସ୍ କରୁଛି, ଅଣବିଶ୍ୱାସୀମାନେ ଏହାର ବିଚାର କରୁଛନ୍ତି। Gade chapit laପବିତ୍ର ବାଇବଲ6 କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧରେ ଅଦାଲତକୁ ଯାଉଛି, ଓ ଅବିଶ୍ୱାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି। Gade chapit la |