Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତା; ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ । ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭମାନଙ୍କ ମଧ୍ୟରେ ଚାଲିଥିବା ମାଲିମକଦ୍ଦମା ପ୍ରମାଣିତ କରୁଛି ଯେ ତୁମ୍ଭେମାନେ ସମ୍ପୂର୍ଣ୍ଣ ପରାଜିତ। ମାଲିମକଦ୍ଦମା କରିବା ଅପେକ୍ଷା ବରଂ ଅନ୍ୟାୟ ସହ୍ୟ କରି କ୍ଷତିଗ୍ରସ୍ତ ହେବା, ତୁମ ପକ୍ଷରେ ଶ୍ରେୟଃ ନୁହେଁ କି?

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭମାନଙ୍କ ଭିତରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭେମାନେ ପରାଜିତ ହୋଇ ସାରିଛ। ତା’ ଅପେକ୍ଷା ଅନ୍ୟ କେହି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଥିଲେ ଭଲ ହୋଇଥା’ନ୍ତା।

Gade chapit la Kopi




୧ କରିନ୍ଥୀୟ 6:7
12 Referans Kwoze  

“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।


ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।


ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


Swiv nou:

Piblisite


Piblisite