Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?

Gade chapit la Kopi

ଓଡିଆ ବାଇବେଲ

16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଖ୍ରୀଷ୍ଟବିଶ୍ୱାସୀ ସ୍ତ୍ରୀ, ତୁମେ ଆପଣା ସ୍ୱାମୀଙ୍କୁ ବିଶ୍ୱାସୀ କରାଇ ପାରିବ ବୋଲି କଅଣ ନିଶ୍ଚିତଭାବେ ଜାଣିଛ? ବିଶ୍ୱାସୀ ସ୍ୱାମୀ, ତୁମେ ଆପଣା ସ୍ତ୍ରୀକୁ ଖ୍ରୀଷ୍ଟବିଶ୍ୱାସୀ କରାଇ ପାରିବ ବୋଲି କ’ଣ ନିଶ୍ଚିତଭାବେ କହିପାରିବ?

Gade chapit la Kopi

ପବିତ୍ର ବାଇବଲ

16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ।

Gade chapit la Kopi




୧ କରିନ୍ଥୀୟ 7:16
7 Referans Kwoze  

ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।


ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


Swiv nou:

Piblisite


Piblisite