Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।

Gade chapit la Kopi

ଓଡିଆ ବାଇବେଲ

20 ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଈଶ୍ୱରଙ୍କ ଆହ୍ୱାନ ଗ୍ରହଣ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ସେ ସେହି ଅବସ୍ଥାରେ ଥାଉ।

Gade chapit la Kopi

ପବିତ୍ର ବାଇବଲ

20 ପରମେଶ୍ୱର ଆହ୍ୱାନ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲ, ସେ ସେଭଳି ଥାଉ।

Gade chapit la Kopi




୧ କରିନ୍ଥୀୟ 7:20
7 Referans Kwoze  

କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ।


ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।


ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ।


Swiv nou:

Piblisite


Piblisite