୧ କରିନ୍ଥୀୟ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। Gade chapit laପବିତ୍ର ବାଇବଲ (Re-edited) - (BSI)24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ। Gade chapit laଓଡିଆ ବାଇବେଲ24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ୱରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ । Gade chapit laପବିତ୍ର ବାଇବଲ (CL) NT (BSI)24 ଭାଇମାନେ, ତୁମ୍ଭେମାନେ ଯେଉଁ ଅବସ୍ଥାରେ ଆହୂତ ହୋଇଛ, ସେହି ଅବସ୍ଥାରେ ଈଶ୍ୱରଙ୍କ ସାହଚର୍ଯ୍ୟ ଲାଭ କରିବା ଉଚିତ୍। Gade chapit laପବିତ୍ର ବାଇବଲ24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ। Gade chapit la |