Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏ ବିଷୟରେ ମୁଁ ଯାହା ସବୁ କହୁଛି, ତାହା ମୋର ଆଦେଶ ନୁହେଁ; କେବଳ ତୁମ୍ଭମାନଙ୍କର ସୁବିଧା ପାଇଁ ଏହା ମୋର ପରାମର୍ଶ।

Gade chapit la Kopi

ପବିତ୍ର ବାଇବଲ

6 ମୋର ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି।

Gade chapit la Kopi




୧ କରିନ୍ଥୀୟ 7:6
6 Referans Kwoze  

ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।


କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।


କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।


ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି।


କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ,


କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।


Swiv nou:

Piblisite


Piblisite