Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ଵାରା ନଷ୍ଟ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତା’ହେଲେ ଯେଉଁ ଦୁର୍ବଳ ବିଶ୍ୱାସୀ ଭାଇ ପାଇଁ ଖ୍ରୀଷ୍ଟ ମୃତ୍ୟୁ ଭୋଗ କରିଥିଲେ, ତୁମର ଏହି “ଜ୍ଞାନ” ତା’ର ବିନାଶର କାରଣ ହେବ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ

11 ଅତଏବ ସେହି ଦୁର୍ବଳ ବିଶ୍ୱାସୀ ଯାହା ନିମନ୍ତେ ଯୀଶୁ ଖ୍ରୀଷ୍ଟ ପ୍ରାଣତ୍ୟାଗ କରିଛନ୍ତି, ତାହାର ଆତ୍ମିକ ପତନ ପାଇଁ ତୁମ୍ଭେ ଦାୟୀ ହେବ।

Gade chapit la Kopi




୧ କରିନ୍ଥୀୟ 8:11
8 Referans Kwoze  

କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।


ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


Swiv nou:

Piblisite


Piblisite