୧ କରିନ୍ଥୀୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ଵର ବିନା ଦ୍ଵିତୀୟ ନାହିଁ। Gade chapit laଓଡିଆ ବାଇବେଲ4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ପ୍ରତିମାର ପ୍ରସାଦ ସେବନ ବିଷୟରେ ଆମେ ଜାଣୁ ଯେ, ଏ ଜଗତରେ ପ୍ରତିମାର କୌଣସି ପ୍ରକୃତ ଅସ୍ତିତ୍ୱ ନାହିଁ। ଆମ ଈଶ୍ୱର ହିଁ ଏକମାତ୍ର ଈଶ୍ୱର। Gade chapit laପବିତ୍ର ବାଇବଲ4 ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”