Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦି ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?

Gade chapit la Kopi

ଓଡିଆ ବାଇବେଲ

13 ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କ'ଣ ଜାଣ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭେମାନେ କ’ଣ ଜାଣ ନାହିଁ, ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରନ୍ତି, ସେମାନେ ମନ୍ଦିରରୁ ଖାଦ୍ୟ ପାଆନ୍ତି? ବଳି ଉତ୍ସର୍ଗ କରିବା ବ୍ୟକ୍ତି, ବଳିର ଅଂଶ ପାଏ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି।

Gade chapit la Kopi




୧ କରିନ୍ଥୀୟ 9:13
15 Referans Kwoze  

ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?


ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।


ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।


ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।


ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।


Swiv nou:

Piblisite


Piblisite