Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ଵାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେହିପରିଭାବେ ସୁସମାଚାର ପ୍ରଚାରକମାନେ ଏହି କାର୍ଯ୍ୟ ଦ୍ୱାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁଙ୍କ ନିର୍ଦ୍ଦେଶ।

Gade chapit la Kopi

ପବିତ୍ର ବାଇବଲ

14 ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ।

Gade chapit la Kopi




୧ କରିନ୍ଥୀୟ 9:14
13 Referans Kwoze  

କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।


କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।


ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।


ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,


ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।


କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।


ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ?


ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।


କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।


ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ,


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।


Swiv nou:

Piblisite


Piblisite