୧ କରିନ୍ଥୀୟ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି। Gade chapit laଓଡିଆ ବାଇବେଲ19 କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି । Gade chapit laପବିତ୍ର ବାଇବଲ (CL) NT (BSI)19 ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି, କାହାରି କ୍ରୀତଦାସ ନୁହେଁ, ତଥାପି ଅନେକଙ୍କୁ ଲାଭ କରିବା ପାଇଁ ମୁଁ ସମସ୍ତଙ୍କର ଦାସ ହୋଇଅଛି। Gade chapit laପବିତ୍ର ବାଇବଲ19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।