୧ କରିନ୍ଥୀୟ 9:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। Gade chapit laଓଡିଆ ବାଇବେଲ26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)26 ସେଥିପାଇଁ ମୁଁ ସିଦ୍ଧାସଳଖ ଲକ୍ଷ୍ୟ ସ୍ଥଳ ନିକଟକୁ ଦୌଡ଼େ, ଜଣେ ମୁଷ୍ଟିଯୋଦ୍ଧା ପରି ମୁଁ ନିଜ ମୁଷ୍ଟିର ଆଘାତକୁ ଶୂନ୍ୟରେ ଛାଡ଼ି ଦେବାକୁ ଚାହେଁ ନାହିଁ। Gade chapit laପବିତ୍ର ବାଇବଲ26 ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ। Gade chapit la |