୧ କରିନ୍ଥୀୟ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)6 କିମ୍ଵା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ? Gade chapit laଓଡିଆ ବାଇବେଲ6 କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)6 ଜୀବିକା ନିର୍ବାହ ନିମନ୍ତେ କେବଳ ମୋତେ ଓ ବର୍ଣ୍ଣବାଙ୍କୁ କ’ଣ ପରିଶ୍ରମ କରିବାକୁ ହେବ? Gade chapit laପବିତ୍ର ବାଇବଲ6 ଆଉ କେବଳ ବର୍ଣ୍ଣବ୍ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ? Gade chapit la |