୧ ଯୋହନ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laଓଡିଆ ବାଇବେଲ16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laପବିତ୍ର ବାଇବଲ (CL) NT (BSI)16 ଏହି ଜଗତର ଯେଉଁସବୁ ଶାରୀରିକ ବିଷୟ ଉପଭୋଗ କରିବାକୁ ମନୁଷ୍ୟ ଲାଳାୟିତ, ଲୋକେ ଯେଉଁ ସବୁ ସୁଦୃଶ୍ୟ ବିଷୟ ନେଇ ଲୋକେ ଗର୍ବ କରନ୍ତି, ତାହା ସବୁ ପରମ ପିତାଙ୍କର ଦାନ ନୁହେଁ- ସେ ସବୁ କେବଳ ଏହି ଜଗତର ସମ୍ପଦ। Gade chapit laପବିତ୍ର ବାଇବଲ16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି। Gade chapit la |