୧ ଯୋହନ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ଵରୂପ ଅଟନ୍ତି। Gade chapit laଓଡିଆ ବାଇବେଲ2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି। Gade chapit laପବିତ୍ର ବାଇବଲ (CL) NT (BSI)2 ସେହହି ଖ୍ରୀଷ୍ଟନିଜେ ଆମର ତଥା ସମଗ୍ର ମାନବ ଜାତିର ପାପ କ୍ଷମା ନିମନ୍ତେ ପ୍ରାୟଶ୍ଜିତ୍ତ ସ୍ୱରୂପ ହୋଇଛନ୍ତି। Gade chapit laପବିତ୍ର ବାଇବଲ2 ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କେବଳ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ୟ ସେ ବହିନିଅନ୍ତି। Gade chapit la |