୧ ଯୋହନ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laଓଡିଆ ବାଇବେଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଅନୁଗ୍ରହରୁ ପବିତ୍ରଆତ୍ମାଙ୍କ ଦ୍ୱାରା ଅଭିଷିକ୍ତ ହୋଇଅଛ; ସୁତରାଂ ତୁମେ ସମସ୍ତେ ସତ୍ୟ କଅଣ ଜାଣିଛ। Gade chapit laପବିତ୍ର ବାଇବଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”