୧ ଯୋହନ 2:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି। Gade chapit laଓଡିଆ ବାଇବେଲ26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। Gade chapit laପବିତ୍ର ବାଇବଲ (CL) NT (BSI)26 ଯେଉଁମାନେ ତୁମ୍ଭମାନଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। Gade chapit laପବିତ୍ର ବାଇବଲ26 ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି। Gade chapit la |